ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେଙ୍କ ନିବନ୍ଧ ଶେୟାର କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 19 MAY 2023 10:29AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେଙ୍କ ନିବନ୍ଧ ଶେୟାର କରିଛନ୍ତି ।  

କେନ୍ଦ୍ର ଭାରି ଉଦ୍ୟୋଗ ମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେଙ୍କ ଟ୍ୱିଟ ଶେୟାର କରି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

କେନ୍ଦ୍ର ମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ଜୀ ଲେଖିଛନ୍ତି ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ସ୍ୱତନ୍ତ୍ର ଭାରତର ଇତିହାସକୁ ଚିରସ୍ମରଣୀୟ କରିବାର ଏକ ଅଦ୍ଭୁତ ପ୍ରୟାସ ।

SR


(ରିଲିଜ ଆଡି: 1925368) ପରିଦର୍ଶକ କାଉଣ୍ଟର : 184