ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

प्रविष्टि तिथि: 22 MAY 2023 4:17PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ମେ ୨୨ରେ ଭାରତ-ପ୍ରଶାନ୍ତ ମହାସାଗରୀୟ ଦ୍ୱୀପ ସହଯୋଗ ଫୋରମ(ଏଫଆଇପିଆଇସି) ତୃତୀୟ ସମ୍ମିଳନୀ ଅବସରରେ ପୋର୍ଟ ମୋରେସବୀଠାରେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଶ୍ରୀ କ୍ରିସ୍ ହିପକିନ୍ସଙ୍କୁ ଭେଟିଛନ୍ତି ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଏହା ପ୍ରଥମ ଆଲୋଚନା ଥିଲା

ଦୁଇ ନେତା ଦ୍ୱିପାକ୍ଷିକ ସହଯୋଗ, ଉପରେ ଆଲୋଚନା କରିବା ସହ ବାଣିଜ୍ୟ, ଶିକ୍ଷା, ସୂଚନା ପ୍ରଯୁକ୍ତି, ପର୍ଯ୍ୟଟନ, ସଂସ୍କୃତି, ଖେଳ ଏବଂ ଲୋକଙ୍କ ମଧ୍ୟରେ ସମ୍ପର୍କ ସମ୍ବନ୍ଧିତ ବିଭିନ୍ନ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ସହମତ ହୋଇଥିଲେ  

 SR


(रिलीज़ आईडी: 1926329) आगंतुक पटल : 168
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam