ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବରିଷ୍ଠ ଅଭିନେତା ଶ୍ରୀ ଶରଥ ବାବୁଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ପୋଷ୍ଟ କରାଯିବା ଦିନାଙ୍କ:
22 MAY 2023 7:48PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବରିଷ୍ଠ ଅଭିନେତା ଶ୍ରୀ ଶରଥ ବାବୁଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଶ୍ରୀ ଶରଥ ବାବୁ ଜୀ ବହୁମୁଖୀ ଓ ସୃଜନଶୀଳ ଥିଲେ । ନିଜ ଦୀର୍ଘ ଫିଲ୍ମ କ୍ୟାରିୟର ମଧ୍ୟରେ ସେ ବିଭିନ୍ନ ଭାଷାରେ କରିଥିବା ବହୁ ଲୋକପ୍ରିୟ ଫିଲ୍ମ ପାଇଁ ସ୍ମରଣୀୟ ହୋଇରହିବେ । ତାଙ୍କ ବିୟୋଗରେ ଦୁଃଖିତ । ତାଙ୍କ ପରିବାର ଓ ପ୍ରଶଂସକମାନଙ୍କୁ ସମବେଦନା ଜଣାଉଛି । ଓମ ଶାନ୍ତି ।”
SR
(ରିଲିଜ ଆଡି: 1926531)
ପରିଦର୍ଶକ କାଉଣ୍ଟର : 176
ଏହି ରିଲିଜ ପଢନ୍ତୁ :
Kannada
,
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Malayalam