ପୋଷ୍ଟ କରାଯିବା ଦିନାଙ୍କ:
27 MAY 2023 9:57AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଶ୍ରୀ ମୋଦୀ ଟୁଇଟ କରିଛନ୍ତି:
‘ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ପୁଣ୍ୟତିଥିରେ ମୁଁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛି’ ।
SR