ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ତୁର୍କୀ ରାଷ୍ଟ୍ରପତି ଭାବେ ପୁନଃନିର୍ବାଚିତ ହୋଇଥିବା ରେସିପ ତଇପ୍ ଏର୍ଡୋଗାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 29 MAY 2023 9:31AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତୁର୍କୀର  ରାଷ୍ଟ୍ରପତି ଭାବେ ପୁନଃନିର୍ବାଚିତ ହୋଇଥିବା ରେସିପ ତଇପ୍ ଏର୍ଡୋଗାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

ତୁର୍କୀ ରାଷ୍ଟ୍ରପତି ଭାବେ ପୁନଃନିର୍ବାଚିତ ହୋଇଥିବା ରେସିପ ତଇପ୍ ଏର୍ଡୋଗାନଙ୍କୁ ଅଭିନନ୍ଦନ ମୁଁ ନିଶ୍ଚିତ ଯେ ଆଗାମୀ ଦିନରେ ଆମର ଦ୍ୱିପାକ୍ଷିକ ସମ୍ପର୍କ  ଏବଂ ବୈଶ୍ୱିକ ପ୍ରସଙ୍ଗରେ ସହଯୋଗ ବୃଦ୍ଧି ପାଇବ

 SR



(Release ID: 1928076) Visitor Counter : 101