ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସରକାରଙ୍କ ୯ ବର୍ଷର କାର୍ଯ୍ୟକାଳ ସମ୍ପର୍କରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
30 MAY 2023 2:21PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସରକାରଙ୍କ ୯ ବର୍ଷର କାର୍ଯ୍ୟକାଳ ସମ୍ପର୍କରେ ଆଲେଖ୍ୟ ଶେୟାର କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ଆଶା, ଆକାଂକ୍ଷା ଓ ବିଶ୍ୱାସର ନଅ ବର୍ଷ, ଲେଖିଛନ୍ତି ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଜୀ ।”
କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କ ଟ୍ୱିଟ ଶେୟାର କରି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ପରିବର୍ତ୍ତନର ଆହ୍ୱାନକୁ ସରକାର କିପରି ଅତିକ୍ରମ କଲେ ତାହା କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତି ନିର୍ମଳା ସୀତାରମଣ ଜୀ ବର୍ଣ୍ଣନା କରିଛନ୍ତି ।”
କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଏସ ଜୟଶଙ୍କରଙ୍କ ଟ୍ୱିଟ ଶେୟାର କରି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ନିଶ୍ଚିତ ପଢନ୍ତୁ!
କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଏସ ଜୟଶଙ୍କର ଲେଖିଛନ୍ତି, ଭାରତକୁ ଏକ ବିଶ୍ୱସନୀୟ ବିକାଶ ଭାଗିଦାର, ପ୍ରଥମ ପ୍ରତିକ୍ରିୟା ଅଭିବ୍ୟକ୍ତ କରୁଥିବା ତଥା ଗ୍ଲୋବାଲ ସାଉଥର ସ୍ୱର ଭାବେ ବିବେଚନା କରାଯାଏ ।”
SR
(ରିଲିଜ ଆଡି: 1928329)
ପରିଦର୍ଶକ କାଉଣ୍ଟର : 200
ଏହି ରିଲିଜ ପଢନ୍ତୁ :
Assamese
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam