ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଜସ୍ଥାନର ଝୁନଝୁନୁଠାରେ ଟ୍ରାକ୍ଟର ଦୁର୍ଘଟଣାରେ ଜୀବନହାନିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ


ପିଏମଏନଆରଏଫରୁ ସହାୟତା ଘୋଷଣା

ପୋଷ୍ଟ କରାଯିବା ଦିନାଙ୍କ: 31 MAY 2023 2:52PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଝୁନଝୁନୁଠାରେ ଟ୍ରାକ୍ଟର ଦୁର୍ଘଟଣାରେ ଜୀବନହାନିକୁ ନେଇ ଶୋକବ୍ୟକ୍ତ କରିଛନ୍ତି ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ୍‌) ରୁ  ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରାଯାଇଛି:

ରାଜସ୍ଥାନର ଝୁନଝୁନୁଠାରେ ଟ୍ରାକ୍ଟର ଦୁର୍ଘଟଣାରେ ଦୁଃଖିତ ମୃତକଙ୍କ ପରିବାରକୁ ସମବେଦନା ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ପିଏମଏନଆରଏଫରୁ ପ୍ରତି ମୃତକଙ୍କ ପରିବାରକୁ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ

 SR


(ରିଲିଜ ଆଡି: 1928578) ପରିଦର୍ଶକ କାଉଣ୍ଟର : 151