ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜମ୍ମୁ ଓ କଶ୍ମୀରରେ ହୋଇଥିବା ବସ ଦୁର୍ଘଟଣା ପାଇଁ ଦୁଃଖ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
ପୋଷ୍ଟ କରାଯିବା ଦିନାଙ୍କ:
31 MAY 2023 1:42PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜମ୍ମୁ ଓ କଶ୍ମୀରରେ ବସ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଦୁଃଖ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପୀଡିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ଜମ୍ମୁ ଓ କଶ୍ମୀର ବସ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ @narendramodi ଦୁଃଖ ବ୍ୟକ୍ତ କରିବା ସହ ମୃତକଙ୍କ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।”
SR
(ରିଲିଜ ଆଡି: 1928827)
ପରିଦର୍ଶକ କାଉଣ୍ଟର : 143
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam