ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜୁନ ୨୧ରେ ହେବାକୁ ଥିବା ନବମ ଆନ୍ତର୍ଜାତିକ ଯୋଗ ଦିବସ ସମ୍ପର୍କରେ ନାଗରିକମାନଙ୍କୁ ସ୍ମରଣ କରାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 31 MAY 2023 8:46PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜୁନ ୨୧ରେ ହେବାକୁ ଥିବା ନବମ ଆନ୍ତର୍ଜାତିକ ଯୋଗ ଦିବସ ସମ୍ପର୍କରେ ଦେଶବାସୀଙ୍କୁ ସ୍ମରଣ କରାଇ ଦେଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଆସନ୍ତୁ ପ୍ରସ୍ତୁତ ହେବା ଏବଂ ଆମ ଶାରୀରିକ ଓ ମାନସିକ ସୁସ୍ଥତା ପାଇଁ ଏହି ପ୍ରାଚୀନ ସ୍ୱାସ୍ଥ୍ୟ ପଦ୍ଧତିକୁ ପାଳନ କରିବା ।

ଆୟୁଷ ମନ୍ତ୍ରାଳୟର ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଆନ୍ତର୍ଜାତିକ ଯୋଗ ଦିବସ ପାଇଁ ଆଉ ମାତ୍ର ତିନି ସପ୍ତାହ ବାକି!

ଆସନ୍ତୁ ପ୍ରସ୍ତୁତ ହେବା ଏବଂ ଆମ ଶାରୀରିକ ଓ ମାନସିକ ସୁସ୍ଥତା ପାଇଁ ଏହି ପ୍ରାଚୀନ ବ୍ୟବସ୍ଥାକୁ ପାଳନ କରିବା । ଆସନ୍ତୁ ଆମେ ଏକ ସୁସ୍ଥ ଓ ସୁଖୀ ସମାଜ ନିର୍ମାଣ କରିବା ।   

 

SR


(रिलीज़ आईडी: 1928888) आगंतुक पटल : 167
इस विज्ञप्ति को इन भाषाओं में पढ़ें: Kannada , Marathi , Assamese , English , Urdu , हिन्दी , Bengali , Manipuri , Punjabi , Gujarati , Tamil , Telugu , Malayalam