ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଏନଏବିଏଚ ମାନ୍ୟତା ମିଳିଥିବା ଏମ୍ସ, ନାଗପୁର ଟିମକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 01 JUN 2023 3:53PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଦେଶର ସମସ୍ତ ଏମ୍ସ ମଧ୍ୟରେ ଏମ୍ସ, ନାଗପୁର ଏନଏବିଏଚ ମାନ୍ୟତା ପାଇବାରେ ପ୍ରଥମ ହୋଇଥିବାରୁ ଏମ୍ସ, ନାଗପୁର ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ।

ଏମ୍ସ ନାଗପୁରର ଟ୍ୱିଟ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ଏହି ସଫଳତା ପାଇଁ @AIIMSNagpur ଟିମକୁ ଶୁଭେଚ୍ଛା । ଗୁଣବତ୍ତାସମ୍ପନ୍ନ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବାରେ ଏହା ଏକ ମାନକ ସ୍ଥାପିତ କରିପାରିଛି ।  

 

SR


(रिलीज़ आईडी: 1929003) आगंतुक पटल : 188
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam