ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଓଡିଶାରେ ଟ୍ରେନ୍ ଦୁର୍ଘଟଣା ଯୋଗୁଁ ହୋଇଥିବା ଜୀବନହାନି ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 02 JUN 2023 9:52PM by PIB Bhubaneshwar

ଓଡିଶାରେ ଟ୍ରେନ୍ ଦୁର୍ଘଟଣା ଯୋଗୁଁ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

"ଓଡିଶା ଟ୍ରେନ୍ ଦୁର୍ଘଟଣା ପାଇଁ ମର୍ମାହତ। ଏହି ଦୁଃଖ ସମୟରେ ମୁଁ ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହିତ ଅଛି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ରେଳମନ୍ତ୍ରୀ @ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହୋଇ ପରିସ୍ଥିତି ଅନୁଧ୍ୟାନ କରିଛି। ଉଦ୍ଧାର କାର୍ଯ୍ୟ ଚାଲିଛି। ଦୁର୍ଘଟଣା ଏବଂ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଦିଆଯାଉଛି। "

 

BS



(Release ID: 1929542) Visitor Counter : 153