ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଓଡ଼ିଶା ଟ୍ରେନ୍ ଦୁର୍ଘଟଣାରେ ପୀଡ଼ିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
02 JUN 2023 11:40PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଟ୍ରେନ୍ ଦୁର୍ଘଟଣାରେ ପୀଡ଼ିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:
‘ଓଡ଼ିଶାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ପ୍ରଦାନ କରାଯିବ । ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଦିଆଯିବ: ପ୍ରଧାନମନ୍ତ୍ରୀ’
SR
(ରିଲିଜ ଆଡି: 1929624)
ପରିଦର୍ଶକ କାଉଣ୍ଟର : 151
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam