ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିଶିଷ୍ଟ ସାମ୍ବାଦିକ ତଥା ରାଜନୈତିକ ସମୀକ୍ଷକ ଶ୍ରୀ ବିଦ୍ୟୁତ୍ ଠାକୁରଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 06 JUN 2023 10:30PM by PIB Bhubaneshwar

ବିଶିଷ୍ଟ ସାମ୍ବାଦିକ ତଥା ରାଜନୈତିକ ବିଶ୍ଲେଷକ ଶ୍ରୀ ବିଦ୍ୟୁତ୍ ଠାକୁରଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି

ଶ୍ରୀ ମୋଦୀ ଟୁଇଟ୍ କରିଛନ୍ତି:

ବିଶିଷ୍ଟ ରାଜନୈତିକ ସମୀକ୍ଷକ ବିଦ୍ୟୁତ୍ ଠାକୁରଙ୍କ ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ ତାଙ୍କ ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା ଏବଂ ଶୋକସନ୍ତପ୍ତ ପରିବାରକୁ ସମବେଦନା ଓମ୍ ଶାନ୍ତି

SR


(रिलीज़ आईडी: 1930672) आगंतुक पटल : 164
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam