ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜମ୍ମୁର ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିର ଆମ ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ କରିବ: ପ୍ରଧାନମନ୍ତ୍ରୀ

प्रविष्टि तिथि: 08 JUN 2023 7:13PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଜମ୍ମୁର ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିର ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ଭାବନାକୁ ଆହୁରି ମଜବୁତ କରିବ । 

କେନ୍ଦ୍ର ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହଙ୍କ ଟ୍ୱିଟ ଶୃଙ୍ଖଳର ପ୍ରତ୍ୟୁତ୍ତର ଦେଇ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଏହା ଆମ ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶନ କରିବ ଓ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ଭାବନାକୁ ମଜବୁତ କରିବ ।” 

SR


(रिलीज़ आईडी: 1930898) आगंतुक पटल : 154
इस विज्ञप्ति को इन भाषाओं में पढ़ें: Punjabi , Bengali , English , Urdu , Marathi , हिन्दी , Manipuri , Assamese , Gujarati , Tamil , Telugu , Kannada , Malayalam