ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଭଗବାନ୍ ବିର୍ସା ମୁଣ୍ଡାଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 09 JUN 2023 1:05PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଗବାନ୍ ବିର୍ସା ମୁଣ୍ଡାଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଭଗବାନ୍ ବିର୍ସା ମୁଣ୍ଡା ଜୀଙ୍କୁ ତାଙ୍କ ପୂଣ୍ୟତିଥିରେ କୋଟି କୋଟି ପ୍ରଣାମ ସେ ବିଦେଶୀ ଶାସନ ବିରୋଧରେ ସଂଗ୍ରାମରେ ନିଜର ସବୁକିଛି ବଳିଦାନ ଦେଇଛନ୍ତି ଆଦିବାସୀ ସମ୍ପ୍ରଦାୟର ବିକାଶ ପାଇଁ ତାଙ୍କର ସମର୍ପଣ ଏବଂ ସେବା ମନୋଭାବକୁ ଦେଶ ସର୍ବଦା ମନେ ରଖିବ

HS


(ରିଲିଜ ଆଡି: 1930989) ପରିଦର୍ଶକ କାଉଣ୍ଟର : 168