ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ନାଗାଲାଣ୍ଡର ସମୃଦ୍ଧ ଜୈବିକ ଉତ୍ପାଦ ସତରେ ମନୋହର: ପ୍ରଧାନମନ୍ତ୍ରୀ

Posted On: 12 JUN 2023 6:42PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ନାଗାଲାଣ୍ଡର ସମୃଦ୍ଧ ଜୈବିକ ଉତ୍ପାଦ ପ୍ରକୃତି ଓ ସଂସ୍କୃତି ମଧ୍ୟରେ ସହାବସ୍ଥାନକୁ ପ୍ରମାଣିତ କରୁଛି ।   

ରାଜ୍ୟସଭା ସାଂସଦ ଶ୍ରୀମତୀ ଏସ. ଫାଙ୍ଗନୋନ କୋନ୍ୟାକଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ନାଗାଲାଣ୍ଡର ସମୃଦ୍ଧ ଜୈବିକ ଉତ୍ପାଦ ସତରେ ମନୋହର । ଏହା ପ୍ରକୃତି ଓ ସଂସ୍କୃତି ମଧ୍ୟରେ ସହାବସ୍ଥାନକୁ ମଧ୍ୟ ପ୍ରମାଣିତ କରୁଛି ।  

SR



(Release ID: 1931863) Visitor Counter : 89