ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସାର କ୍ଷେତ୍ରରେ ଆତ୍ମନିର୍ଭରତା ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟଙ୍କ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 13 JUN 2023 1:23PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସାର କ୍ଷେତ୍ରରେ ଆତ୍ମନିର୍ଭରତା ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟଙ୍କ ଆଲେଖ୍ୟ ଶେୟାର କରିଛନ୍ତି ।

କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟଙ୍କ ଟ୍ୱିଟକୁ ରିଟ୍ୱିଟ କରି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି; 

“କେନ୍ଦ୍ର ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟ ଜୀ ଲେଖିଛନ୍ତି କିପରି ଭାରତର ସାର ବିଭାଗ ଏହି କ୍ଷେତ୍ରରେ ଆତ୍ମନିର୍ଭରତା ହାସଲ ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରଗତି ହାସଲ କରିଛି...ନିଶ୍ଚୟ ପଢନ୍ତୁ ।”

 

SR


(रिलीज़ आईडी: 1932130) आगंतुक पटल : 157
इस विज्ञप्ति को इन भाषाओं में पढ़ें: Punjabi , English , Urdu , Marathi , हिन्दी , Bengali , Manipuri , Assamese , Gujarati , Tamil , Telugu , Kannada , Malayalam