ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏନଏଚ-୩୩୪ବି’ରେ ୪୨.୨ କିଲୋମିଟର ପର୍ଯ୍ୟନ୍ତ ଦୀର୍ଘସ୍ଥାୟୀ ସାମଗ୍ରୀ ବ୍ୟବହାରକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
Posted On:
15 JUN 2023 1:21PM by PIB Bhubaneshwar
ପ୍ଲାଷ୍ଟିକ୍ ବର୍ଜ୍ୟ ଏବଂ ଫ୍ଲାଏ ଆଶ୍ ଭଳି ସ୍ଥାୟୀ ସାମଗ୍ରୀର ଉପଯୋଗିତାକୁ ପ୍ରାଥମିକତା ଦିଆଯିବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ଏହାଦ୍ୱାରା ଏନଏଚ-୩୩୪ବି ଉପରେ ୪୦.୨ କିଲୋମିଟର ଦୂରତାକୁ ବ୍ୟୟ ବହୁଳ ହେବାରୁ ବଞ୍ଚାଇବା ସହ ପରିବେଶ ଅନୁକୂଳ ପଦକ୍ଷେପ ମଧ୍ୟ ନିଆଯାଇଛି । ରାଜପଥର ଏହି ଷ୍ଟ୍ରେଚ୍ ୟୁପି-ହରିୟାଣା ସୀମାର ବାଗପତରୁ ଆରମ୍ଭ ହୋଇ ହରିୟାଣାର ରୋହନା ପର୍ଯ୍ୟନ୍ତ ଯାଇଛି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ନୀତିନ ଗଡ଼କରୀଙ୍କ ଏକ ଟୁଇଟର ଜବାବ ଦେଇ ଶ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରିଛନ୍ତି:
‘ସ୍ଥାୟୀ ବିକାଶ ଏବଂ ଉନ୍ନତ ସଂଯୋଗୀକରଣର ଏକ ସଠିକ୍ ମିଶ୍ରଣ । ଏହା ଆର୍ôଥକ ଅଭିବୃଦ୍ଧି ମଧ୍ୟ ବଢ଼ାଇବ ।’
SR
(Release ID: 1932535)
Visitor Counter : 124
Read this release in:
Bengali
,
Assamese
,
Kannada
,
English
,
Urdu
,
Hindi
,
Marathi
,
Manipuri
,
Punjabi
,
Gujarati
,
Tamil
,
Telugu
,
Malayalam