ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରଜ ପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
15 JUN 2023 2:09PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ସାରା ରାଜ୍ୟରେ ଚାଲିଥିବା ରଜ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ସମଗ୍ର ଓଡିଶାରେ ଚାଲିଥିବା ରଜ ଉତ୍ସବର ଶୁଭେଚ୍ଛା । ଏହି ଶୁଭ ଉତ୍ସବ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ଆଣିଦେଉ । ସମସ୍ତଙ୍କ ଜୀବନ ସୁଖମୟ ହେଉ ।”
HS
(रिलीज़ आईडी: 1932588)
आगंतुक पटल : 211
इस विज्ञप्ति को इन भाषाओं में पढ़ें:
Malayalam
,
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada