ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ୟୁଏନଏଚକ୍ୟୁରେ ଅର୍ନ୍ତଜାତୀୟ ଯୋଗ ଦିବସ ପାଳନ କାର୍ଯ୍ୟକ୍ରମରେ ଭାଗନେବେ ପ୍ରଧାନମନ୍ତ୍ରୀ

प्रविष्टि तिथि: 16 JUN 2023 2:19PM by PIB Bhubaneswar

ୟୁଏନଏଚକ୍ୟୁରେ ଅନ୍ତର୍ଜାତୀୟ ଯୋଗଦିବସ ପାଳନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିବେ

ଜାତିସଂଘ ସାଧାରଣ ସଭାର ଅଧ୍ୟକ୍ଷ ଶ୍ରୀ ସାବା କୋରୋସିଙ୍କ ଏକ ଟୁଇଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

ୟୁଏନଏଚକ୍ୟୁରେ ଅନ୍ତର୍ଜାତୀୟ ଯୋଗ ଦିବସ ସମାରୋହରେ ଆପଣଙ୍କୁ ଦେଖିବାକୁ ଉତ୍ସୁକ ଅଛି ଆପଣଙ୍କ ଅଂଶଗ୍ରହଣ ଏହି କାର୍ଯ୍ୟକ୍ରମକୁ ଆହୁରି ସ୍ୱତନ୍ତ୍ର ବନାଇବ

ଯୋଗ ସୁନ୍ଦର ସ୍ୱାସ୍ଥ୍ୟ ଏବଂ ସୁସ୍ଥତା ଦିଗରେ ଦୁନିଆକୁ ଏକାଠି କରିଥାଏ ଏହା ବୈଶ୍ୱିକ ସ୍ତରରେ ଅଧିକ ଲୋକପ୍ରିୟ ହେଉ

SR


(रिलीज़ आईडी: 1932855) आगंतुक पटल : 186
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam