ସଂସ୍କୃତି ମନ୍ତ୍ରଣାଳୟ
ସ୍ୱତନ୍ତ୍ର ଅଲମ୍ପିକ୍ସ ବିଶ୍ୱ କ୍ରୀଡ଼ା ପାଇଁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
प्रविष्टि तिथि:
19 JUN 2023 10:24AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବର୍ଲିନ ଠାରେ ଆରମ୍ଭ ହେଉଥିବା ସ୍ୱତନ୍ତ୍ର ଅଲମ୍ପିକ୍ସ ବିଶ୍ୱ କ୍ରୀଡ଼ା ପାଇଁ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ବର୍ଲିନ ଠାରେ ଆରମ୍ଭ ହେଉଥିବା ସ୍ୱତନ୍ତ୍ର ଅଲମ୍ପିକ୍ସ ବିଶ୍ୱ କ୍ରୀଡ଼ା ପାଇଁ ଭାରତୀୟ ଦଳକୁ ମୋର ଶୁଭେଚ୍ଛା । ଏହି ପ୍ରତିଯୋଗିତାରେ ଭାଗ ନେଇଥିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଆମେ ଗର୍ବିତ । କ୍ରୀଡ଼ା ଭାବନା, ନିଷ୍ଠା ଓ ଲଢୁଆ ମନୋଭାବ ଦ୍ୱାରା ସେମାନେ ଭଲ ପ୍ରଦର୍ଶନ କରନ୍ତୁ ।”
SR
(रिलीज़ आईडी: 1933333)
आगंतुक पटल : 143
इस विज्ञप्ति को इन भाषाओं में पढ़ें:
Kannada
,
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Malayalam