ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗାନ୍ଧୀ ଶାନ୍ତି ପୁରସ୍କାର ୨୦୨୧ ପାଇଁ ଗୋରଖପୁର ଗୀତା ପ୍ରେସକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 19 JUN 2023 12:00PM by PIB Bhubaneshwar

ଗାନ୍ଧୀ ଶାନ୍ତି ପୁରସ୍କାର ୨୦୨୧ ପାଇଥିôବା ଗୋରଖପୁର ଗୀତା ପ୍ରେସକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

ଗାନ୍ଧୀ ଶାନ୍ତି ପୁରସ୍କାର ୨୦୨୧ ପାଇଥିôବାରୁ ମୁଁ ଗୋରଖପୁର ଗୀତା ପ୍ରେସକୁ ଅଭିନନ୍ଦନ ଜଣାଉଛି ଲୋକଙ୍କ ଭିତରେ ସାମାଜିକ ତଥା ସାଂସ୍କୃତିକ ପରିବର୍ତ୍ତନକୁ ଆଗକୁ ନେବାରେ ସେମାନେ ଗତ ୧୦୦ ବର୍ଷ ଭିତରେ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି

SR


(रिलीज़ आईडी: 1933356) आगंतुक पटल : 159
इस विज्ञप्ति को इन भाषाओं में पढ़ें: Bengali , Kannada , Malayalam , Tamil , English , Urdu , Marathi , हिन्दी , Manipuri , Assamese , Punjabi , Gujarati , Telugu