ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମାଇକ୍ରନ୍ ସିଇଓ ସଞ୍ଜୟ ମେହରୋତ୍ରାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 22 JUN 2023 6:58AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୱାଶିଂଟନ୍ ଡିସିରେ ୨୦୨୩ ଜୁନ୍ ୨୧ରେ ମାଇକ୍ରନ୍ ସିଇଓ ଶ୍ରୀ ସଞ୍ଜୟ ମେହରୋତ୍ରାଙ୍କୁ ଭେଟିଛନ୍ତି

ଭାରତରେ ସେମିକଣ୍ଡକ୍ଟର ଉତ୍ପାଦନ ବୃଦ୍ଧି ନିମନ୍ତେ ମାଇକ୍ରୋନ୍ ଟେକ୍ନୋଲୋଜିକୁ ଆମନ୍ତ୍ରଣ କରିଛନ୍ତି ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳାର ବିଭିନ୍ନ ଭାଗରେ ଭାରତ ପ୍ରତିଯୋଗିତାମୂଳକ ସୁବିଧା ପ୍ରଦାନ କରିପାରିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ

SR


(रिलीज़ आईडी: 1934331) आगंतुक पटल : 169
इस विज्ञप्ति को इन भाषाओं में पढ़ें: Tamil , English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Telugu , Kannada , Malayalam