ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆମେରିକା ରାଷ୍ଟ୍ରପତି ଏବଂ ପ୍ରଥମ ମହିଳାଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସାକ୍ଷାତ
प्रविष्टि तिथि:
22 JUN 2023 10:56AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୧ ଜୁନ୍ ୨୦୨୩ରେ ହ୍ୱାଇଟ୍ ହାଉସ୍ରେ ଆୟୋଜିତ ଏକ ବ୍ୟକ୍ତିଗତ ସମାରୋହରେ ଆମେରିକା ରାଷ୍ଟ୍ରପତି ମହାମହିମ ମିଃ ଜୋ ବାଇଡେନ୍ ଏବଂ ପ୍ରଥମ ମହିଳା ମହାମହିମ ଡକ୍ଟର ଜିଲ୍ ବାଇଡେନଙ୍କୁ ସାକ୍ଷାତ କରିଛନ୍ତି ।
ସେମାନଙ୍କ ନିକଟତମ ପରିବାର ସଦସ୍ୟଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଭେଟିଥିଲେ।
ଏହି ସ୍ୱତନ୍ତ୍ର ସାକ୍ଷାତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ ଦୁଇ ଦେଶ ମଧ୍ୟରେ ରହିଥିବା ନିବିଡ଼ ବନ୍ଧୁତାକୁ ପ୍ରମାଣିତ କରିଥାଏ।
********
P.S.
(रिलीज़ आईडी: 1934377)
आगंतुक पटल : 178
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam