ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ପୂଣ୍ୟତିଥି ଅବସରରେ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
23 JUN 2023 6:36PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ପୂଣ୍ୟତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ପୂଣ୍ୟତିଥି ଅବସରରେ ସ୍ମରଣ କରୁଛି । ଜାତୀୟ ଏକତା ପ୍ରତି ତାଙ୍କ ଦୃଢ ପ୍ରତିବଦ୍ଧତା ଏବଂ ଭାରତର ବିକାଶ ଯାତ୍ରା ପ୍ରତି ତାଙ୍କ ଅବଦାନ ଚିରସ୍ମରଣୀୟ ହୋଇ ରହିବ । ସୁଶାସନକୁ ଆଗେଇ ନେବା ଦିଗରେ ତାଙ୍କ ଆଦର୍ଶ ଆମ ଉଦ୍ୟମକୁ ପଥ ପ୍ରଦର୍ଶିତ କରିଚାଲିଛି ।”
SR
(ରିଲିଜ ଆଡି: 1934921)
ପରିଦର୍ଶକ କାଉଣ୍ଟର : 138
ଏହି ରିଲିଜ ପଢନ୍ତୁ :
Malayalam
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada