ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଇଜିପ୍ଟରେ ଭାରତୀୟ ସମୁଦାୟ ସହିତ କଥା ହେଲେ ପ୍ରଧାନମନ୍ତ୍ରୀ
Posted On:
25 JUN 2023 5:16AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଜିପ୍ଟକୁ ସରକାରୀ ଗସ୍ତ ସମୟରେ ୨୪ ଜୁନ୍ ୨୦୨୩ରେ ଭାରତୀୟ ସମୁଦାୟର ସଦସ୍ୟମାନଙ୍କ ସହିତ କଥା ହୋଇଛନ୍ତି ।
ଭାରତୀୟ ସମୁଦାୟ ସହିତ କଥା ହେବା ସମୟରେ, ପ୍ରଧାନମନ୍ତ୍ରୀ ଭାରତ-ଇଜିପ୍ଟ ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ସେମାନଙ୍କର ଯୋଗଦାନକୁ ପ୍ରଶଂସା କରିଥିଲେ ।
ଛାତ୍ରଛାତ୍ରୀ, ପେସାଦାର, ବ୍ୟବସାୟୀଙ୍କୁ ନେଇ ଭାରତୀୟ ସମୁଦାୟର ୩୦୦ରୁ ଅଧିକ ସଦସ୍ୟ ଏହି ସମାରୋହରେ ଅଂଶଗ୍ରହଣ କରିଥିଲେ ।
*********
P.S.
(Release ID: 1935119)
Read this release in:
English
,
Urdu
,
Marathi
,
Hindi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam