ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହେଲିଓପଲିସ୍ ଯୁଦ୍ଧ ସ୍ମାରକୀ ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
25 JUN 2023 4:06PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଇଜିପ୍ଟ ଗସ୍ତ ସମୟରେ କାଇରୋରେ ଥିବା ହେଲିଓପଲିସ୍ କମନୱେଲଥ ଯୁଦ୍ଧ କବର ସ୍ଥଳୀ ପରିଦର୍ଶନ କରିଥିଲେ ।
ପ୍ରଥମ ବିଶ୍ୱଯୁଦ୍ଧ ସମୟରେ ଇଜିପ୍ଟ ଏବଂ ଆଡେନରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ୪୩୦୦ ରୁ ଅଧିକ ବୀର ଭାରତୀୟ ସୈନିକଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
HS
(रिलीज़ आईडी: 1935206)
आगंतुक पटल : 186
इस विज्ञप्ति को इन भाषाओं में पढ़ें:
Kannada
,
English
,
Urdu
,
Marathi
,
हिन्दी
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Malayalam