ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରତିରକ୍ଷା ଅଳଙ୍କରଣ ସମାରୋହରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
27 JUN 2023 10:14PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତି ଭବନରେ ପ୍ରତିରକ୍ଷା ଅଳଙ୍କରଣ ସମାରୋହରେ ସାମିଲ ହୋଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:
‘ରାଷ୍ଟ୍ରପତି ଭବନରେ ପ୍ରତିରକ୍ଷା ଅଳଙ୍କରଣ ସମାରୋହରେ ଯୋଗ ଦେଇଥିଲି ଯେଉଁଠି ବିଭିନ୍ନ ସେବା ପୁରସ୍କାର ପ୍ରଦାନ କରାଯାଇଛି । ଏହି ପୁରସ୍କାର ପାଇଥିବା ସମସ୍ତଙ୍କ ପାଇଁ ଆମେ ଗର୍ବିତ ।’
SR
(ରିଲିଜ ଆଡି: 1936596)
ପରିଦର୍ଶକ କାଉଣ୍ଟର : 144
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam