ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟଙ୍କ ଲିଖିତ ନିବନ୍ଧ ଶେୟାର କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 04 JUL 2023 4:28PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସିକଲସେଲ ଆନିମିଆ ଉନ୍ମୁଳନ ମିଶନ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟଙ୍କ ଲିଖିତ ଏକ ନିବନ୍ଧ ଶେୟାର କରିଛନ୍ତି ।    

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟ ଲେଖିଛନ୍ତି କିପରି ‘ସିକଲସେଲ ଆନିମିଆ ଉନ୍ମୁଳନ ମିଶନ’ ଏହି ରୋଗ ବିରୋଧରେ ଲଢେଇକୁ ଅଧିକ ମଜବୁତ କରିବ ।” 

SR


(रिलीज़ आईडी: 1937358) आगंतुक पटल : 135
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam