ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାରାଷ୍ଟ୍ରର ଧୁଲେରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମଏନଆରଏଫ୍‍ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି

प्रविष्टि तिथि: 04 JUL 2023 9:40PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଧୁଲେରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ପିଏମଏନଆରଏଫ୍ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ଲକ୍ଷ ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍କରିଛି;

ମହାରାଷ୍ଟ୍ରର ଧୁଲେରେ ଘଟିଥିବା ଦୁର୍ଘଟଣା ଦୁଃଖ ଦାୟକ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଶୀଘ୍ର ସୁସ୍ଥ ହେବା ପାଇଁ ଆହତମାନଙ୍କ ପାଇଁ ପ୍ରାର୍ଥନା ପିଏମଏନଆରଏଫ ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଦିଆଯିବ ଆହତମାନଙ୍କୁ ୫୦ ହଜାର ଟଙ୍କା କରି ପ୍ରଦାନ କରାଯିବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

HS


(रिलीज़ आईडी: 1937423) आगंतुक पटल : 137
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam