ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ସାଫ ଚାମ୍ପିଅନସିପ ୨୦୨୩ର ବିଜେତା ଭାରତୀୟ ଫୁଟବଲ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 05 JUL 2023 1:00PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସାଫ ଚାମ୍ପିଅନସିପ ୨୦୨୩ର ବିଜେତା ଭାରତୀୟ ଫୁଟବଲ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । 

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଭାରତ ପୁଣି ଥରେ ଚାମ୍ପିଅନ ହୋଇଛି ! ବ୍ଲୁ ଟାଇଗର୍ସ ସାଫ ଚାମ୍ପିଅନସିପ ୨୦୨୩ରେ ସର୍ବୋଚ୍ଚ ସ୍ଥାନ ହାସଲ କରିଛି । ଆମ ଖେଳାଳିଙ୍କୁ ଶୁଭେଚ୍ଛା । ଦୃଢ ସଂକଳ୍ପ ଓ ଲଢୁଆ ମନୋଭାବ ସମ୍ପନ୍ନ ଖେଳାଳିମାନଙ୍କୁ ନେଇ ସମୃଦ୍ଧ ଭାରତୀୟ ଦଳର ଉଲ୍ଲେଖନୀୟ ଯାତ୍ରା ଭବିଷ୍ୟତର କ୍ରୀଡାବିତମାନଙ୍କୁ ପ୍ରେରଣା ଯୋଗାଇବ ।”

SR



(Release ID: 1937583) Visitor Counter : 84