ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ପ୍ରବନ୍ଧ ସେୟାର କଲେ ପ୍ରଧାନମନ୍ତ୍ରୀ
Posted On:
05 JUL 2023 12:58PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟସେବାରେ ନିବେଶକୁ ଉଲ୍ଲେଖନୀୟ ଭାବେ ବୃଦ୍ଧି କରାଯିବା ଏବଂ ଶେଷ ମାଇଲ ପର୍ଯ୍ୟନ୍ତ ପହଞ୍ଚି ଭାରତର ସାମଗ୍ରିକ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ଉପରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମନସୁଖ ମାଣ୍ଡଭ୍ୟଙ୍କ ପ୍ରବନ୍ଧକୁ ସେୟାର କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରାଯାଇଛି:
ଭାରତ ସରକାର କିପରି ଦେଶର ସବୁଠୁ ଦୁର୍ବଳ ଏବଂ ଶେଷ ମାଇଲ ପର୍ଯ୍ୟନ୍ତ ବାସ କରୁଥିବା ଲୋକଙ୍କୁ ସୁଲଭ ଓ ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟସେବା ପ୍ରଦାନ କରୁଛନ୍ତି ତାହା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମନସୁଖ ମାଣ୍ଡଭ୍ୟ ଦର୍ଶାଇଛନ୍ତି ।
SR
(Release ID: 1937680)
Read this release in:
Bengali
,
English
,
Urdu
,
Marathi
,
Hindi
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam