ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜନ୍ମବାର୍ଷିକୀରେ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 06 JUL 2023 10:17AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ . ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

ମହାନ ରାଷ୍ଟ୍ରବାଦୀ ଚିନ୍ତକ, ଶିକ୍ଷାବିତ୍ ଏବଂ ଭାରତୀୟ ଜନସଂଘ ସଂସ୍ଥାପକ . ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ଶତ ଶତ ପ୍ରଣାମ ଏକ ସଶକ୍ତ ଭାରତବର୍ଷର ନିର୍ମାଣ ପାଇଁ ସେ ନିଜ ଜୀବନ ସମର୍ପିତ କରିଦେଇଥିଲେ ତାଙ୍କ ଆଦର୍ଶ ଏବଂ ସିଦ୍ଧାନ୍ତ ଦେଶର ସବୁ ପିଢ଼ିକୁ ପ୍ରେରିତ କରିବ

 

SR


(ରିଲିଜ ଆଡି: 1937708) ପରିଦର୍ଶକ କାଉଣ୍ଟର : 148