ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଦେଶର କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁଁ ସୃଷ୍ଟ ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ


ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ ଆଲୋଚନା କଲେ

Posted On: 10 JUL 2023 1:50PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଦେଶର କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁଁ ସୃଷ୍ଟ ସ୍ଥିତି ସମୀକ୍ଷା କରିବା ସହ ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁଁ ସୃଷ୍ଟ ସ୍ଥିତି ସମୀକ୍ଷା କରିବା ସହ ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ସ୍ଥାନୀୟ ପ୍ରଶାସନ, ଏନଡିଆରଏଫ ଓ ଏସଡିଆରଏଫ ଦଳଗୁଡିକ ପ୍ରଭାବିତ ଲୋକଙ୍କୁ ସହାୟତା ସୁନିଶ୍ଚିତ କରୁଛନ୍ତି ।  

SR



(Release ID: 1938456) Visitor Counter : 110