ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କେର ପୂଜା ଅବସରରେ ତ୍ରିପୁରାବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 11 JUL 2023 2:19PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେର ପୂଜା ଅବସରରେ ତ୍ରିପୁରାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“କେର ପୂଜାର ଅତି ସ୍ୱତନ୍ତ୍ର ଅବସରରେ ଶୁଭେଚ୍ଛା । ତ୍ରିପୁରାରେ ବେଶ ଉତ୍ସାହର ସହ ପାଳନ ହେଉଥିବା ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ସମୃଦ୍ଧିରେ ଭରି ଦେବ ବୋଲି ମୋର ଆଶା । ଚାରିଆଡେ ସୁଖ ଓ ସଦ୍ଭାବ ବିରାଜମାନ କରୁ ଏବଂ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟର ଆଶୀର୍ବାଦ ମିଳୁ ।” 

SR


(रिलीज़ आईडी: 1938808) आगंतुक पटल : 146
इस विज्ञप्ति को इन भाषाओं में पढ़ें: Bengali , Kannada , English , Urdu , Marathi , हिन्दी , Manipuri , Assamese , Punjabi , Gujarati , Tamil , Telugu , Malayalam