ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମୁସଲିମ୍ ୱାର୍ଲଡ୍‌ ଲିଗର ମହାସଚିବଙ୍କ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 12 JUL 2023 5:18PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁସଲିମ୍ ୱାର୍ଲଡ୍‌ ଲିଗର ମହାସଚିବ ଶେଖ୍‌ ଡ. ମହମ୍ମଦ ବିନ୍ ଅବଦୁଲ୍ କରିମ୍ ଅଲ୍‌-ଇସା ଙ୍କ ସହିତ ଆନ୍ତଃ-ଧାର୍ମିକ ଆଲୋଚନା, ଉଗ୍ରପନ୍ଥୀ ବିଚାରର ବିରୋଧ, ବିଶ୍ବ ଶାନ୍ତିର ପ୍ରୋତ୍ସାହନ ତଥା ଭାରତ ଓ ସାଉଦୀ ଆରବ ମଧ୍ୟରେ ସହଭାଗୀତାକୁ ଦୃଢ଼ କରିବା ଉପରେ ଆଲୋଚନା କରିଛନ୍ତି। 

ମହାମହିମ ଶେଖ୍‌ ଡା. ମହମ୍ମଦ ବିନ୍ ଅବଦୁଲକରିମ୍ ଅଲ-ଇସା ଙ୍କ ଦ୍ବାରା ବୈଠକ ବିଷୟରେ କରାଯାଇଥିବା ଟ୍ବିଟର ଉତ୍ତରରେ ପ୍ରଧାନମନ୍ତ୍ରୀ ଟ୍ବିଟ୍ କରିଛନ୍ତି : 

‘‘ମୁସଲିମ୍ ବୋର୍ଡ଼ ଲିଗ ର ମହାସଚିବ ଏବଂ ମୁସଲିମ ବିଦ୍ବାନଙ୍କ ସଙ୍ଗଠନର ଅଧ୍ୟକ୍ଷ ମହାମହିମ ଶେଖ୍‌ ଡା. ମହମ୍ମଦ ବିନ୍ ଅବଦୁଲକରିମ୍ ଅଲ-ଇସା ଙ୍କ ସହିତ ସାକ୍ଷାତ କରି ବହୁତ ପ୍ରସନ୍ନତା ହୋଇଛି। ଆମେ ଆନ୍ତଃ-ଧାର୍ମିକ ଆଲୋଚନା, ଉଗ୍ରପନ୍ଥୀ ବିଚାରର ବିରୋଧ, ବିଶ୍ବ ଶାନ୍ତିକୁ ପ୍ରୋତ୍ସାହନ ତଥା ଭାରତ ଏବଂ ସାଉଦୀ ଆରବ ମଧ୍ୟରେ ସହଭାଗୀତାକୁ ଦୃଢ଼ କରିବା ଉପରେ ବିଚାର ଉପରେ ବ୍ୟାପକ ଆଦାନ ପ୍ରଦାନ କରିଛୁ।’’

BS



(Release ID: 1939093) Visitor Counter : 113