ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ନେପାଳ ପ୍ରଧାନମନ୍ତ୍ରୀଙ୍କ ପତ୍ନୀ ଶ୍ରୀମତୀ ସୀତା ଦହଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
Posted On:
12 JUL 2023 1:00PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ନେପାଳ ପ୍ରଧାନମନ୍ତ୍ରୀ ଶ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ପତ୍ନୀ ଶ୍ରୀମତୀ ସୀତା ଦହଲଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିବା ସହ ନେପାଳ ପ୍ରଧାନମନ୍ତ୍ରୀଙ୍କୁ ଆନ୍ତରିକ ସମବେଦନା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଶ୍ରୀମତୀ ସୀତା ଦହଲଙ୍କ ବିୟୋଗ ସମ୍ପର୍କରେ ଜାଣି ଅତ୍ୟନ୍ତ ଦୁଃଖିତ । @cmprachandaଙ୍କୁ ଆନ୍ତରିକ ସମବେଦନା ଜଣାଉଛି ଓ ଦିବଂଗତ ଆତ୍ମା ଚିରଶାନ୍ତି ଲାଭ କରୁ ବୋଲି ପ୍ରାର୍ଥନା କରୁଛି । ଓମ ଶାନ୍ତି ।”
SR
(Release ID: 1939094)
Read this release in:
English
,
Urdu
,
Marathi
,
Hindi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam