ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଆୟୁଷ୍ମାନ ଭାରତ ଯୋଜନା ୧.୬୦ ଲକ୍ଷ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚିବାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ପୋଷ୍ଟ କରାଯିବା ଦିନାଙ୍କ: 13 JUL 2023 2:19PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆୟୁଷ୍ମାନ ଯୋଜନା ୧.୬୦ ଲକ୍ଷ ସ୍ୱାସ୍ଥ୍ୟ ଓ ସୁସ୍ଥତା କେନ୍ଦ୍ରକୁ ବିସ୍ତାର ହେବାକୁ ପ୍ରଶଂସା କରିଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମନସୁଖ ମାଣ୍ଡଭ୍ୟଙ୍କ ଏକ ଟୁଇଟ୍ ସେୟାର କରି ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

‘ଗରିବଙ୍କ ପାଇଁ ଉନ୍ନତମାନର ତଥା ସୁଲଭ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବାକୁ ଆମର ପ୍ରୟାସ ଗତିଶୀଳ ହେବାରେ ଲାଗିଛି’ ।

SR


(ରିଲିଜ ଆଡି: 1939166) ପରିଦର୍ଶକ କାଉଣ୍ଟର : 151