ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଫ୍ରାନ୍ସ ସିନେଟ ଅଧ୍ୟକ୍ଷଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
Posted On:
13 JUL 2023 10:34PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଜୁଲାଇ ୧୩ରେ ଫ୍ରାନ୍ସ ସିନେଟ ଅଧ୍ୟକ୍ଷ ଜେରାଡ ଲର୍ଚରଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀ ମୋଦୀ ଭାରତ-ଫ୍ରାନ୍ସ ସହଭାଗିତାର ଆଧାର ଭାବେ ‘ଗଣତନ୍ତ୍ର, ସ୍ୱାଧୀନତା ଏବଂ ସମାନତା’ ଉପରେ ଫୋକସ କରିଥିଲେ ।
ଆଲୋଚନାରେ ଜି-୨୦କୁ ନେଇ ଭାରତର ପ୍ରାଥମିକତା, ଟେକ୍ନୋଲୋଜିର ବ୍ୟବହାରରେ ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଦୁଇ ସଦନ ମଧ୍ୟରେ ସହଯୋଗ ସମେତ ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗରେ ପରସ୍ପରର ମଙ୍ଗଳକୁ ଗୁରୁତ୍ୱ ଦିଆଯାଇଥିଲା ।
SR
(Release ID: 1939381)
Visitor Counter : 140
Read this release in:
English
,
Urdu
,
Marathi
,
Hindi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam