ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଫ୍ରାନ୍ସ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ପୋଷ୍ଟ କରାଯିବା ଦିନାଙ୍କ: 14 JUL 2023 11:55AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ଜୁଲାଇ ୨୦୨୩ ରେ ଫ୍ରାନ୍ସର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀମତୀ ଏଲିଜାବେଥ ବୋର୍ନଙ୍କୁ ସାକ୍ଷାତ କରିଛନ୍ତି

ଦୁଇ ନେତା ଅର୍ଥନୈତିକ ଏବଂ ବାଣିଜ୍ୟ, ଶକ୍ତି, ପରିବେଶ, ଶିକ୍ଷା, ପରିବହନ, ରେଳବାଇ, ଡିଜିଟାଲ ଭିତ୍ତିଭୂମି, ମ୍ୟୁଜିଓଲୋଜି  ଏବଂ ଜନସମ୍ପର୍କ ଭଳି ବିଭିନ୍ନ କ୍ଷେତ୍ରରେ ସହଯୋଗକୁ ଆଗକୁ ବଢାଇବାକୁ ଆଲୋଚନା କରିଥିଲେ

ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ବହୁମୁଖୀ ସହଯୋଗକୁ ଆହୁରି ଗଭୀର କରିବାକୁ ଉଭୟ ପକ୍ଷ ସେମାନଙ୍କର ଇଚ୍ଛାକୁ ଦୋହରାଇଛନ୍ତି

HS


(ରିଲିଜ ଆଡି: 1939383) ପରିଦର୍ଶକ କାଉଣ୍ଟର : 164