ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଲେଜିଅନ୍ ଅଫ୍‍ ଅନରରେ ପ୍ରଧାନମନ୍ତ୍ରୀଙ୍କୁ ସମ୍ମାନିତ କରାଯାଇଛି

प्रविष्टि तिथि: 14 JUL 2023 11:56AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଫ୍ରାନ୍ସର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଇମାନୁଏଲ୍ ମାକ୍ରୋନ୍ ଫ୍ରାନ୍ସର ସର୍ବୋଚ୍ଚ ପୁରସ୍କାର ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଲେଜିଅନ୍ ଅଫ୍ ଅନର ରେ ସମ୍ମାନିତ କରିଛନ୍ତି

ପ୍ରଧାନମନ୍ତ୍ରୀ ଏହି ସମ୍ମାନ ପାଇଁ ଭାରତବାସୀଙ୍କ ତରଫରୁ ରାଷ୍ଟ୍ରପତି ମାକ୍ରୋନଙ୍କୁ ଧନ୍ୟବାଦ ଜଣାଇଛନ୍ତି

ପ୍ୟାରିସର ଏଲିସି ପ୍ୟାଲେସରେ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା

HS


(रिलीज़ आईडी: 1939384) आगंतुक पटल : 216
इस विज्ञप्ति को इन भाषाओं में पढ़ें: Bengali , Telugu , English , Urdu , Marathi , हिन्दी , Manipuri , Assamese , Punjabi , Gujarati , Tamil , Kannada , Malayalam