ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଲେଜିଅନ୍ ଅଫ୍‍ ଅନରରେ ପ୍ରଧାନମନ୍ତ୍ରୀଙ୍କୁ ସମ୍ମାନିତ କରାଯାଇଛି

ପୋଷ୍ଟ କରାଯିବା ଦିନାଙ୍କ: 14 JUL 2023 11:56AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଫ୍ରାନ୍ସର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଇମାନୁଏଲ୍ ମାକ୍ରୋନ୍ ଫ୍ରାନ୍ସର ସର୍ବୋଚ୍ଚ ପୁରସ୍କାର ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଲେଜିଅନ୍ ଅଫ୍ ଅନର ରେ ସମ୍ମାନିତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏହି ସମ୍ମାନ ପାଇଁ ଭାରତବାସୀଙ୍କ ତରଫରୁ ରାଷ୍ଟ୍ରପତି ମାକ୍ରୋନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ପ୍ୟାରିସର ଏଲିସି ପ୍ୟାଲେସରେ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା ।

HS


(ରିଲିଜ ଆଡି: 1939384) ପରିଦର୍ଶକ କାଉଣ୍ଟର : 273