ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ପୋଷ୍ଟ କରାଯିବା ଦିନାଙ୍କ: 14 JUL 2023 11:57AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସର ଲା ସେନ୍ ମ୍ୟୁଜିକାଲରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଥିଲେ

ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ ବହୁମୁଖୀ ଭାରତ-ଫ୍ରାନ୍ସ ରଣନୀତିକ ଭାଗିଦାରୀ ଉପରେ ଆଲୋକପାତ କରିଥିଲେ ଯାହା ୨୫ତମ ବାର୍ଷିକୀ ପାଳନ କରୁଛି

ପ୍ରଧାନମନ୍ତ୍ରୀ ମଧ୍ୟ ଫ୍ରାନ୍ସର ମାର୍ସେଲରେ ନୂତନ କନସୁଲେଟ୍ ଖୋଲିବା ବିଷୟରେ ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀ ଫ୍ରାନ୍ସରେ ଭାରତୀୟ ସମ୍ପ୍ରଦାୟର ଅବଦାନ ଉପରେ ଅଲୋକପାତ କରିଥିଲେ, ଯେଉଁମାନେ ଭାରତ-ଫ୍ରାନ୍ସ ସହଭାଗୀତାର ଏକ ଦୃଢ ମୂଳଦୁଆ ଗଠନ କରିଥିଲେ

HS


(ରିଲିଜ ଆଡି: 1939387) ପରିଦର୍ଶକ କାଉଣ୍ଟର : 182