ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଚନ୍ଦ୍ରଯାନ ପାଇଁ ଶୁଭକାମନା ଲାଗି ଭୁଟାନ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 16 JUL 2023 9:30AM by PIB Bhubaneshwar

ଚନ୍ଦ୍ରଯାନ ୩ର ସଫଳ ଉତକ୍ଷେପଣ ପାଇଁ ଶୁଭକାମନା ଜଣାଇଥିବାରୁ ଭୁଟାନ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । 

ଭୁଟାନ ପ୍ରଧାନମନ୍ତ୍ରୀଙ୍କ ଏକ ଟୁଇଟ୍‌ର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

‘ତୁମ ଶୁଭକାମନା ପାଇଁ ଧନ୍ୟବାଦ । ବାସ୍ତବରେ ଚନ୍ଦ୍ରଯାନର ସଫଳତା ସମଗ୍ର ମାନବିକତା ପାଇଁ ଶୁଭଙ୍କର ।’

SR


(ରିଲିଜ ଆଡି: 1939977) ପରିଦର୍ଶକ କାଉଣ୍ଟର : 160