ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପିଏମ- ମିତ୍ର ମେଗା ଟେକ୍ସଟାଇଲ ପାର୍କଗୁଡିକ ଉତ୍ପାଦନ ବୃଦ୍ଧି କରିବ, ନବସୃଜନକୁ ପ୍ରୋତ୍ସାହିତ କରିବ ଓ ବହୁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ: ପ୍ରଧାନମନ୍ତ୍ରୀ

प्रविष्टि तिथि: 16 JUL 2023 6:32PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିଗତ କିଛି ଦିନ ମଧ୍ୟରେ ମହାରାଷ୍ଟ୍ର ଓ ଗୁଜରାଟରେ ଦୁଇଟି ପିଏମ-ମିତ୍ର ମେଗା ଟେକ୍ସଟାଇଲ ପାର୍କ ଶିଳାନ୍ୟାସକୁ ପ୍ରଶଂସା କରିଛନ୍ତି । 

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ବିଗତ କିଛି ଦିନ ମଧ୍ୟରେ ଦୁଇଟି ପିଏମ-ମିତ୍ର ମେଗା ଟେକ୍ସଟାଇଲ ପାର୍କର ଶିଳାନ୍ୟାସ ହୋଇଛି । ଏହି ପାର୍କଗୁଡିକ ମହାରାଷ୍ଟ୍ରର ଅମରାବତୀ ଓ ଗୁଜରାଟର ନବସାରିରେ ନିର୍ମାଣ ହେବ । ଏଗୁଡିକ ଉତ୍ପାଦନ ବୃଦ୍ଧି କରିବ, ନବସୃଜନକୁ ପ୍ରୋତ୍ସାହିତ କରିବ ଓ ବହୁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ।”   

SR


(रिलीज़ आईडी: 1940043) आगंतुक पटल : 182
इस विज्ञप्ति को इन भाषाओं में पढ़ें: Assamese , English , Gujarati , Urdu , Marathi , हिन्दी , Manipuri , Bengali , Punjabi , Tamil , Telugu , Kannada , Malayalam