ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଅର୍ଥମନ୍ତ୍ରୀ ଏବଂ ସେଣ୍ଟ୍ରାଲ ବ୍ୟାଙ୍କ ଗଭର୍ନରଙ୍କ ବୈଠକର ଗାଲା ଡିନରରେ ମହିଳା ନେତୃତ୍ୱଙ୍କ ଫଟୋ ସେୟାର କଲେ ପ୍ରଧାନମନ୍ତ୍ରୀ

Posted On: 17 JUL 2023 12:20PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତ ଅଧ୍ୟକ୍ଷତାରେ ଜି-୨୦ ବୈଠକରେ ଅର୍ଥମନ୍ତ୍ରୀ ଏବଂ ସେଣ୍ଟ୍ରାଲ ବ୍ୟାଙ୍କ ଗଭର୍ନରଙ୍କ ଗାଲା ଡିନରରେ ମହିଳା ଲିଡରଙ୍କ ଫଟୋ ସେୟାର କରିଛନ୍ତି

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଟୁଇଟ୍ ସେୟାର କରି ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

ବେଶ୍ ପ୍ରେରଣାଦାୟକ କ୍ଲିକ୍‌, ଯାହା କି ଦୁନିଆର ଭବିଷ୍ୟତକୁ ଆକାର ଦେବା ପାଇଁ ମହିଳାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଉଜାଗର କରୁଛି

 

SR



(Release ID: 1940148) Visitor Counter : 106