ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

୨୫ତମ ଏସିଆନ୍ ଆଥଲେଟିକ ଚାମ୍ପିୟନଶିପ୍ ୨୦୨୩ରେ ୨୭ ପଦକ ଜିତିଥିବାରୁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 17 JUL 2023 2:44PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ତମ ଏସିଆନ୍ ଆଥଲେଟିକ ଚାମ୍ପିୟନଶିପ୍ ୨୦୨୩ରେ ଭାରତୀୟ ଦଳର ଉତ୍କୃଷ୍ଟ ପ୍ରଦର୍ଶନ ଏବଂ ଚାମ୍ପିୟନଶିପର ଗୋଟିଏ ସଂସ୍କରଣରେ ବିଦେଶ ମାଟିରେ ଭାରତୀୟ ଆଥଲେଟଙ୍କ ସର୍ବାଧିକ ୨୭ ପଦକ ଜିତିବାକୁ ପ୍ରଶଂସା କରିଛନ୍ତି

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

୨୫ତମ ଏସିଆନ୍ ଆଥଲେଟିକ ଚାମ୍ପିୟନଶିପ୍ ୨୦୨୩ରେ ଭାରତୀୟ ଦଳର ଉତ୍କୃଷ୍ଟ ପ୍ରଦର୍ଶନ!

ଆମ ଆଥଲେଟମାନେ ୨୭ଟି ପଦକ ଜିତିଛନ୍ତି ଯାହା କି ଚାମ୍ପିୟନଶିପର ଏକ ସଂସ୍କରଣରେ ବିଦେଶ ମାଟିରେ ସର୍ବାଧିକ ଏହି ସଫଳତା ପାଇଁ ଆମ ଆଥଲେଟମାନଙ୍କୁ ଅଭିନନ୍ଦନ ଏହା ଆମକୁ ଗୌରବାନ୍ୱିତ କରେ

Outstanding performance by the Indian contingent at the 25th Asian Athletics Championship 2023!

Our athletes won 27 medals, the highest medal tally on foreign soil in an edition of the Championships. Congrats to our athletes for this achievement. It fills our hearts with pride. pic.twitter.com/vjYlSLDvnJ

— Narendra Modi (@narendramodi) July 17, 2023

SR



(Release ID: 1940150) Visitor Counter : 96