ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

୧,୪୪,୦୦୦ କେଜିର ଡ୍ରଗ୍ସ ନଷ୍ଟ କରାଯିବାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ପୋଷ୍ଟ କରାଯିବା ଦିନାଙ୍କ: 17 JUL 2023 8:57PM by PIB Bhubaneswar

,୪୪,୦୦୦ କେଜି ଭଳି ବିପୁଳ ପରିମାଣର ଡ୍ରଗ୍ସ ନଷ୍ଟ କରି ଭାରତ ହାସଲ କରିଥିବା ଐତିହାସିକ ଉପଲବ୍ଧିକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି

ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ଟୁଇଟ୍ କରି କହିଥିଲେ ଯେ, ଭାରତ ମାତ୍ର ଗୋଟିଏ ବର୍ଷ ମଧ୍ୟରେ ନିୟୁତରୁ ଅଧିକ ଡ୍ରଗ୍ସ ନଷ୍ଟ କରି ଚମତ୍କାର ରେକର୍ଡ ହାସଲ କରିବାରେ ସଫଳ ହୋଇଛି

ଡ୍ରଗ୍ସ କାରବାର ଏବଂ ଜାତୀୟ ସୁରକ୍ଷା ଉପରେ ଅନୁଷ୍ଠିତ ଆଞ୍ଚଳିକ ସମ୍ମିଳନୀରେ ଏହି ଉଲ୍ଲେଖନୀୟ ଉପଲବ୍ଧି କଥା ଆଲୋଚନା ହୋଇଥିଲା ଏହା ଡ୍ରଗ୍ସ ମୁକ୍ତ ଭାରତ ନିର୍ମାଣରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ପ୍ରତି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଦୃଢ଼ ଏବଂ ନିରନ୍ତର ଉଦ୍ୟମର ଉଦାହରଣ

ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

ବହୁତ ଭଲ! ଭାରତକୁ ଡ୍ରଗ୍ସ ବିପଦରୁ ମୁକ୍ତ କରିବା ପାଇଁ ଆମ ଉଦ୍ୟମକୁ ଏହା ଶକ୍ତି ଯୋଗାଇଥାଏ

SR


(ରିଲିଜ ଆଡି: 1940367) ପରିଦର୍ଶକ କାଉଣ୍ଟର : 135