ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଚମୋଲି ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ସହାୟତା ଘୋଷଣା
प्रविष्टि तिथि:
19 JUL 2023 9:51PM by PIB Bhubaneshwar
ଚମୋଲିରେ ବିଦ୍ୟୁତଜନିତ ଦୁର୍ଘଟଣାରେ ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:
‘ଚମୋଲିରେ ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ପ୍ରତ୍ୟେକ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’
SR
(रिलीज़ आईडी: 1940947)
आगंतुक पटल : 155
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam