ପୋଷ୍ଟ କରାଯିବା ଦିନାଙ୍କ:
23 JUL 2023 9:39AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ଆଜାଦାଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘ଦେଶର ମହାନ ସୁପୁତ୍ର ଚନ୍ଦ୍ରଶେଖର ଆଜାଦଙ୍କୁ ତାଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ । ମାତୃଭୂମିର ରକ୍ଷା ପାଇଁ ତାଙ୍କ ବଳିଦାନର କାହାଣୀ ସର୍ବଦା ଦେଶବାସୀଙ୍କୁ ପ୍ରେରିତ କରିବ ।’
SR